Masthead

ଧାରଣାରେ ଫାଟ ଯୋଗୁଁ ହୋଇଥିଲା ଟ୍ରେନ୍ ଦୁର୍ଘଟଣା

ବିହାର (ବଡ଼ ଖବର ବ୍ୟୁରୋ): ବିହାର ବକ୍ସର ଜିଲ୍ଲାରେ ଟ୍ରେନ୍ ଦୁର୍ଘଟଣା ଘଟଣା। ଆସିଲା ପ୍ରାଥମିକ ତଦନ୍ତ ରିପୋର୍ଟ । ଧାରଣାରେ ଫାଟ ଯୋଗୁ ବିହାର ବକ୍ସର ରେଳ ଦୁର୍ଘଟଣା ହୋଇଥିବା ତଥ୍ୟ ସାମ୍ନାକୁ ଆସିଛି । ଦୁର୍ଘଟଣାକୁ ନେଇ ପୂର୍ବତଟ ରେଳପଥ ପକ୍ଷରୁ ତଦନ୍ତ କରାଯାଉଛି । ଏନେଇ ସମ୍ପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିନଥିବା ବେଳେ ପ୍ରାଥମିକ ରିପୋର୍ଟରୁ ଧାରଣାରେ ଫାଟ ଯୋଗୁ ଦୁର୍ଘଟଣା ଘଟିଥିବା କୁହାଯାଉଛି ।

୧୧ତାରିଖ ବିଳମ୍ବିତ ରାତିରେ ବିହାର ବକ୍ସର ଜିଲ୍ଲା ରଘୁନାଥପୁର ରେଳ ଷ୍ଟେସନ ନିକଟରେ ନର୍ଥ ଇଷ୍ଟ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ୨୩ଟି କୋଚ ଧାରଣାରୁ ବାହାରିଯାଇଥିବା ବେଳେ ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଓ ଶତାଧିକ ଲୋକ ଆହତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ