Masthead

ରେଳ ଦୁର୍ଘଟଣା: ଟ୍ରେନ୍ ଧକ୍କାରେ ଭାଙ୍ଗିଲା ସୋରୋ ଷ୍ଟେଶନ ଫୁଟ୍ ଓଭରବ୍ରିଜ୍

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ସୋରୋ ରେଳ ଷ୍ଟେଶନରେ ସୋମବାର ରାତିରେ ଘଟିଛି ରେଳ ଦୁର୍ଘଟଣା । ଏକ ମାଲବାହୀ ଟ୍ରେନ୍ ଧକ୍କାରେ ଷ୍ଟେଶନର ଫୁଟ ଓଭରବ୍ରିଜ ଭାଙ୍ଗିଯାଇଛି । ଟ୍ରେନର ଉପର ପାର୍ଶ୍ୱ ସହ ଫୁଟ ଓଭରବ୍ରିଜର ରେଲି ଧକ୍କାହେବା ଫଳରେ ବ୍ରିଜଟି ଭାଙ୍ଗିଯାଇଥିବା ସୂଚନା ମିଳିଛି ।

ତେବେ ଏହି ଦୁର୍ଘଟଣାରେ କେହି ମୃତାହତ ହୋଇଥିବା ସୂଚନା ନାହିଁ । ଦୁର୍ଘଟଣାଗ୍ରସ୍ତ ଟ୍ରେନଟି ବର୍ତ୍ତମାନ ସୁଦ୍ଧା ସୋରୋ ଷ୍ଟେଶନ ନିକଟରେ ଠିଆ ହୋଇ ରହିଛି । ଫଳରେ ଉକ୍ତ ଲାଇନରେ ଟ୍ରେନ ଚଳାଚଳ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି । ଅନ୍ୟପଟେ ଦୁର୍ଘଟଣାର କାରଣ ଜଣାପଡ଼ି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ