Masthead

ବରଗଡ଼ରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ

ବରଗଡ଼ (ବଡ଼ ଖବର ବ୍ୟୁରୋ): ବରଗଡ଼ ଜିଲ୍ଲାରେ ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ । ମେଣ୍ଢାପାଲି ନିକଟରେ ୫ଟି ବଗି ଲାଇନଚ୍ୟୁତ ହୋଇଛି। ମାଲ୍‌ବାହୀ ଟ୍ରେନ୍‌ଟି ଡୁଙ୍ଗୁରି ଚୂନପଥର ଖଣିରୁ ଆସିବା ବେଳେ ମେଣ୍ଢାପାଲି ନିକଟରେ ଦୁର୍ଘଟଣା ଘଟିଛି। ମାଲ୍‌ବାହୀ ଟ୍ରେନ୍‌ର ୫ଟି ବଗି ଲାଇନଚ୍ୟୁତ ହୋଇଛି। ଟ୍ରେନଟି ଚୂନପଥର ଖଣିରୁ ସିମେଣ୍ଟ କାରଖାନା ଯାଉଥିଲା ବୋଲି ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା