Masthead

ଟ୍ରେନ୍ ଇଞ୍ଜିନ୍ ଲାଇନଚ୍ୟୁତ

ଜଟଣାୀ, (ବଡ଼ ଖବର ବ୍ୟୁରୋ): ଖୋର୍ଦ୍ଧାରୋଡ଼ରୁ ପୁରୀ ଯାଉଥିବା ଏକ ସ୍ପେଶାଲ ଟ୍ରେନ ଇଞ୍ଜିନ୍ ଲାଇନଚ୍ୟୁତ ହୋଇଛି । ସାକ୍ଷୀଗୋପାଳରୁ ମାଳତୀପାଟପୁର ମଝିରେ ଲାଇନଚ୍ୟୁତ ହୋଇଛି । ଆଗ ଇଞ୍ଚିନର ୩ଟି ଓ ପଛ ଇଞ୍ଜିନର ଗୋଟିଏ ଚକ ଲାଇନଚ୍ୟୁତ ହୋଇଛି । ସୌଭାଗ୍ୟ ବଶତଃ କେହି ମୃତାହତ ହୋଇ ନାହାନ୍ତି । ଲାଇନଚ୍ୟୁତ ହେବାର କାରଣ ଜଣାପଡ଼ିନାହିଁ । ଘଟଣାସ୍ଥଳରେ ରେଲୱେ ବୈଷୟିକ ଟିମର ମରାମତି କାର୍ଯ୍ୟ ଜାରି ରହିଛି । ବିଭାଗୀୟ ଅଧିକାରୀମାନେ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି