Masthead

ଦବିଲା ଟ୍ରେନ ଲାଇନ, ଟ୍ରେନ ଚଳାଚଳ ବାଧାପ୍ରାପ୍ତ

ବସ୍ତା (ବଡ଼ ଖବର ବ୍ୟୁରୋ): ପ୍ରବଳ ବର୍ଷା କାରଣରୁ ଦାବିଲା ରେଳ ଧାରଣା । ଅଧା ବାଟରେ ଅଟକିଲା ଟ୍ରେନ । ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ବାଲେଶ୍ଵର ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ଫଳରେ ବାଲେଶ୍ଵର ହଳଦୀପଦା ଷ୍ଟେସନ ମଝିରେ ଥିବା ଅମରା ବ୍ରିଜ ନିକଟରେ ଡାଉନ୍ ଲାଇନ ଦବି ଯାଇଛି । ଯାହା ଫଳରେ ଉକ୍ତ ଟ୍ରାକ ଦେଇ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଯାହାଫଳରେ ଯାତ୍ରୀ ଟ୍ରାକ ଉପରେ ଚାଲିଚାଲି ଯାଉଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା