Masthead

ଦବିଲା ଟ୍ରେନ ଲାଇନ, ଟ୍ରେନ ଚଳାଚଳ ବାଧାପ୍ରାପ୍ତ

ବସ୍ତା (ବଡ଼ ଖବର ବ୍ୟୁରୋ): ପ୍ରବଳ ବର୍ଷା କାରଣରୁ ଦାବିଲା ରେଳ ଧାରଣା । ଅଧା ବାଟରେ ଅଟକିଲା ଟ୍ରେନ । ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ବାଲେଶ୍ଵର ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ଫଳରେ ବାଲେଶ୍ଵର ହଳଦୀପଦା ଷ୍ଟେସନ ମଝିରେ ଥିବା ଅମରା ବ୍ରିଜ ନିକଟରେ ଡାଉନ୍ ଲାଇନ ଦବି ଯାଇଛି । ଯାହା ଫଳରେ ଉକ୍ତ ଟ୍ରାକ ଦେଇ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଯାହାଫଳରେ ଯାତ୍ରୀ ଟ୍ରାକ ଉପରେ ଚାଲିଚାଲି ଯାଉଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ