Masthead

ଟ୍ରେନ ଟ୍ରାଜେଡ଼ି, ସ୍କାନରେ ୯ ଅଧିକାରୀ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):  ବାଲେଶ୍ୱର ଟ୍ରେନ ଟ୍ରାଜେଡ଼ିକୁ ପୂରିଛି ୧୦ ଦିନ । ଘଟଣାସ୍ଥଳକୁ ଘନ ଘନ ଦୌଡୁଛନ୍ତି ରେଳ ବିଭାଗର ବଡ଼ ବଡ଼ ପଦାଧିକାରୀ ଓ ସିବିଆଇର ସ୍ପେଶାଲ୍ ଟିମ । ତଥାପି ଟ୍ରେନ୍ ଟ୍ରାଜେଡିର ଖୋଲିପାରୁନି ଗୁମର । ସ୍କାନରରେ ଅଛନ୍ତି ୯ ଅଧିକାରୀ । ସେପଟେ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ଆତ୍ମାଙ୍କ ଶାନ୍ତି ସଦଗତି ଓ ଆହାତମାନଙ୍କ ଆଶୁ ଆରୋଗ୍ୟ କାମନା ପାଇଁ ଆଜି ମୁଣ୍ଡନ ସହ ଦଶାହ କର୍ମ ପାଳିଲେ ସାମାଜିକ କର୍ମୀ । ଆସନ୍ତା ତିନି ଦିନ ଧରି ଶାନ୍ତି ମହାଯଜ୍ଞ, ଅଖଣ୍ଡ ଗାୟତ୍ରୀଜପ ସହ ହେବ ଶ୍ରଦ୍ଧାଞ୍ଜଳି ସଭା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ