Masthead

ବାଲେଶ୍ୱର ଟ୍ରେନ ଟ୍ରାଜେଡି, ୫ ହଜାର ଦୀପ ଦାନ ସହ ଗାୟତ୍ରୀ ମହାଯଜ୍ଞ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡିକୁ ପୂରିଲା ୧୨ ଦିନ । ଦ୍ୱାଦଶାହରେ କଳସ ଯାତ୍ରା ସହ ୫ହଜାର ଦୀପ ଦାନ କରିବେ ସାମାଜିକ କର୍ମୀ । ମୃତ ଯାତ୍ରୀଙ୍କ ଆତ୍ମାର ସଦଗତି ପାଇଁ ସରିଲା ବିଶ୍ୱଶାନ୍ତି ମହାଯଜ୍ଞ । ବୈଦିକ ବ୍ରାହ୍ମଣ କରୁଛନ୍ତି ଗାୟତ୍ରୀ ମହାଯଜ୍ଞ । ୧୫୦୦ ଲୋକଙ୍କ ପାଇଁ ସାମୂହିକ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଛି । ଗତକାଲି ଏକାଦଶାହରେ ଶହ ଶହ ଲୋକଙ୍କ ସହ ଅନେକ ରାଜନେତା, ବୁଦ୍ଧିଜୀବୀ ଓ ସମାଜସେବୀ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା