Masthead

ଟ୍ରେନ ଟ୍ରାଜେଡି, ଅନାଥ ଶିଶୁଙ୍କୁ ପଢାଇବେ ସେହୱାଗ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ବାଲେଶ୍ୱର ବାହାନଗା ଟ୍ରେନ ଦୁର୍ଘଟଣ । ସାରା ଦେଶକୁ କରିଛି ସ୍ତବ୍ଧ । ନେତା ଠାରୁ ମନ୍ତ୍ରୀ ଆରମ୍ଭ କରି ସାଧାରଣ ଲୋକେ ଆହାତ ଓ ମୃତକଙ୍କୁ ବଢାଉଛନ୍ତି ସହୋଯୋଗର ହାତ । ଏବେ କ୍ରିକେଟର ବୀରେନ୍ଦ୍ର ସେହୱାଗ ମଧ୍ୟ ସହାୟତାର ହାତ ବଢ଼ାଇଛନ୍ତି । ଦୁର୍ଘଟଣାରେ ବାପା ମାଆ ହରାଇଥିବା ଅନାଥ ଶିଶୁଙ୍କୁ ମାଗଣାରେ ପାଠ ପଢ଼ାଇବେ ବୋଲି କହିଛନ୍ତି ବୀରେନ୍ଦ୍ର ସେହଓ୍ବାଗ ।

ଯାହାକୁ ନେଇ ବିରେନ୍ଦ୍ର ନିଜେ ଟ୍ୱିଟ କରଛନ୍ତି । ସେ ଟ୍ୱିଟ କରି ଲେଖିଛନ୍ତି ଏ ଫଟୋ ଆମକୁ ଅନେକ ସମୟ ଯାଏ ଭୟଭୀତ କରାଇବ । ଏଭଳି ଦୁଃଖର ମୁହୂର୍ତ୍ତରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପିଲାଙ୍କ ପାଠ ପଢ଼ାରେ ମୁଁ ସାହାଯ୍ୟ କରିବି । ସେହଓ୍ବାଗ ଇଣ୍ଟରନାସନାଲ ସ୍କୁଲ ବୋର୍ଡିଂ ଫେସିଲିଟିରେ ମୁଁ ଏହି ପିଲାଙ୍କୁ ମାଗଣାରେ ଶିକ୍ଷା ପ୍ରଦାନ କରିବି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼