Masthead

ଟ୍ରେନ ଟ୍ରାଜେଡି, ଏକାଦଶାହରେ ବିଶ୍ୱଶାନ୍ତି ମହାଯଜ୍ଞ

ବାହାନଗା (ବଡ଼ ଖବର ବ୍ୟୁରୋ):  ବାହାନଗା ଟ୍ରେନ ଟ୍ରାଜେଡିକୁ ପୂରିଛି ୧୧ ଦିନ । ଏକାଦଶାହରେ ଆଜି ବିଶ୍ୱଶାନ୍ତି ମହାଯଜ୍ଞ କରାଯାଉଛି । ମୃତକଙ୍କ ଆତ୍ମାର ସଦଗତି ପାଇଁ ହେବ ସର୍ବଧର୍ମ ପ୍ରାର୍ଥନା । କାଲି ଦଶାହରେ ସମୂହ ମୁଣ୍ଡନ ହୋଇଥିଲେ ସ୍ଥାନୀୟ ବାସିନ୍ଦା ଓ ସାମାଜିକ ସଂଗଠନ । ଦିବଂଗତ ଆତ୍ମାଙ୍କର ସଦଗତି, ଆହତ ବ୍ୟକ୍ତିମାନଙ୍କର ଆଶୁ ଆରୋଗ୍ୟ କାମନା କରିବା ସହିତ ବାହାନଗା ଅଞ୍ଚଳରେ ଧାର୍ମିକ ପରିବେଶ ସୃଷ୍ଟି ନିମନ୍ତେ ବାହାନଗା, ସୋର ଅଞ୍ଚଳବାସୀ ଓ ବାଲେଶ୍ବର ସାମାଜିକ ସଂଗଠନ ପକ୍ଷରୁ ବିଶ୍ୱ ଶାନ୍ତି ମହାଯଜ୍ଞ କରାଯାଉଛି । ସକାଳ ୫ଟାରୁ ମହାଯଜ୍ଞ ଅନୁଷ୍ଠିତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’