Masthead

ବାହାନଗା ଟ୍ରେନ ଟ୍ରାଜେଡି

କେନ୍ଦ୍ରାପଡା(ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡି । ଗତମାସ ଦୁଇ ତାରିଖରେ ଘଟିଥିବା ବାହାନାଗା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦ୍ରାପଡା ରାଜକନିକାର ପୁରୁଷତ୍ତମ ମହାନ୍ତିଙ୍କ ମୃତଦେହ ଗତକାଲି ତାଙ୍କ ଗାଁରେ ପହଞ୍ଚିଛି ।

ଫଳରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ଖବରରୁ ପ୍ରକାଶ ଯେ ଦୁର୍ଘଟଣା ଘଟିବା ପରେ ମୃତକଙ୍କ ପରିବାର ଲୋକେ ମୃତଦେହ ଚିହ୍ନଟ ପାଇଁ ଏମ୍‌ସ ଯାଇ ସେଠାରେ ରକ୍ତ ନମୁନା ପରୀକ୍ଷା ପାଇଁ ଦେଇଥିଲେ ।

ଏହାପରେ ଭୁବନେଶ୍ୱର ଏମ୍‌ସରୁ ପୁରୁଷତ୍ତମଙ୍କ ମୃତଦେହକୁ ଚିହ୍ନଟ କରିଥିଲେ । ଏହାପରେ ବିଏମସି ପକ୍ଷରୁ ଏକ ସ୍ୱତନ୍ତ୍ର ଗାଡି ଯୋଗେ ପୁରୁଷୋତ୍ତମଙ୍କ ମୃତଦେହକୁ ତାଙ୍କ ଗ୍ରାମ ଏଣ୍ଡୁଳାପୁରକୁ ପଠାଯିବା ସହ ରେଳବିଭାଗ ପକ୍ଷରୁ ତାଙ୍କ ପତ୍ନୀଙ୍କୁ ଦଶ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ପ୍ରଦାନ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା