Masthead

କୋଇଲା ବଗିରେ ନିଆଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାଳଚେରରୁ ବିଶାଖାପାଟଣାକୁ କୋଇଲା ଟ୍ରେନ ବଗିରେ ଅଚାନକ ନିଆଁ ଲାଗିଛି । କୋଇଲା ନେଇ ଟ୍ରେନ ଯାଉଥିବା ସୂଚନା ମିଳିଛି । ଅଗ୍ନିଶମ କର୍ମଚାରୀ ବଡ଼ ଦୃଘଟଣା ପୂର୍ବରୁ ଘଟଣାସ୍ଥଳରେ ପହଞ୍ଚିଥିବାରୁ ଅଳ୍ପେକେ ବର୍ତ୍ତିଯାଇଛି ଟ୍ରେନ । ଏଥିପାଇଁ କୋଟି କୋଟି ଟଙ୍କାର କୋଇଲା ଓ ଟ୍ରେନ ସୁରକ୍ଷିତ ରହିଛି ।

ଶୁକ୍ରବାର ରାତି ସଢ଼େ ୯ଟାରେ ଘଣ୍ଟିଖାଲ ଷ୍ଟେସନ ନିକଟରେ କୋଇଲା ବଗିରୁ ଧୂଆଁ ବାହାରୁଥିବା ଦେଖିବାକୁ ପାଇଥିଲେ।ପରେ ନରାଜ-ମାର୍ଥାପୁର ଷ୍ଟେସନ ମାଷ୍ଟରକୁ ଖବର ଦେଇଥିଲେ । ବାରଙ୍ଗ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ସେଠାରେ ପହଞ୍ଚି ଥିଲା । ନିଅାଁକୁ ଆୟତ କରିବା ଲାଗି ଦେଢ଼ଘଣ୍ଟା ଲାଗିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ