Masthead

ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସରକାରୀ କର୍ମଚାରୀଙ୍କୁ ଦିଆଯାଉଛି ଟ୍ରେନିଂ

ବରୀ (ବଡ଼ ଖବର ବ୍ୟୁରୋ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ନିର୍ବାଚନ ତାରିଖ ଘୋଷଣା ହେବାକୁ ଆଉ କିଛି ସମୟ ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନିର୍ବାଚନ ରେ ନିୟୋଜିତ ହେବାକୁ ଥିବା ସରକାରୀ କର୍ମଚାରୀମାନଙ୍କୁ ଏ ନେଇ ପ୍ରଶିକ୍ଷଣ ଆରମ୍ଭ ହୋଇଗଲାଣି। ଯାଜପୁର ଜିଲ୍ଲା ବରୀ ବ୍ଲକ ପ୍ରଶାସନ ପକ୍ଷରୁ ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟ ପରିସରରେ ଚଳିତ ସାଧରଣ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ରେ ପିଯାଡ଼ିଂ ଅଫିସର ଓ ପୁଲିଂ ଅଫିସରମାନଙ୍କୁ କିପରି ଇଭିମରେ ଲୋକମାନେ ଭୋଟ ଦେବେ ଏ ନେଇ ପ୍ରଶିକ୍ଷଣ ଆରମ୍ଭ ହୋଇଛି।

ଏହା ସହ ଇଭିଏମ୍ ମେସିନର ଡେମୋ ମାଧ୍ୟମରେ ପ୍ରଶିକ୍ଷଣ ଦିଆଯାଇଥିବା ସୂଚନା ମିଳିଛି। ଏହି ପ୍ରଶିକ୍ଷଣ ଠାରୁ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ବରୀ ବ୍ଲକ ବିଡ଼ିଓ ସୂଚନା ଦେଇଛନ୍ତି। ଏହି ପ୍ରଶିକ୍ଷଣ ଶିବିରରେ ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କ ସହ ବରୀ ତହସିଲଦାର, ବିଡ଼ିଓ , ଏବିଡ଼ିଓ, ଜି ପି ଓ, ବ୍ଲକ ଶିକ୍ଷା ଅଧିକାରୀ, ଅତିରିକ୍ତ ଶିକ୍ଷାଧିକାରୀ ମାନେ ଯୋଗ ଦେଇ ପ୍ରଶିକ୍ଷଣ ଦେଇଥିବା ଦେଖିବାକୁ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ