Masthead

ଆଜି ବିଜେଡି ବିଧାୟକଙ୍କ ପାଠଶାଳା; ଟ୍ରେନିଂ ନେବେ ୧୮ ନବ-ନିର୍ବାଚିତ ବିଧାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ବିଜେଡି ବିଧାୟକଙ୍କ ଟ୍ରେନିଂ । ଶଙ୍ଖ ଭବନରେ ଟ୍ରେନିଂ ନେବେ ବିଜେଡି ବିଧାୟକ । ଏହି ପ୍ରଶିକ୍ଷଣ ଶିବିରକୁ ଉଦ୍‌ଘାଟନ କରିବେ ନବୀନ ପଟ୍ଟନାୟକ । ବିଜେଡି ବିଧାୟକଙ୍କୁ ବରିଷ୍ଠ ବିଜେଡି ନେତା ଦେବେ ଟ୍ରେନିଂ । ଆଜି ସକାଳ ୧୦ଟାରୁ ଆରମ୍ଭ ହେବ ବିଜେଡିର ନବ-ନିର୍ବାଚିତ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର। ଶଙ୍ଖ ଭବନରେ ବିଜେଡି ବିଧାୟକ ନେବେ ପ୍ରଶିକ୍ଷଣ। ନବ-ନିର୍ବାଚିତ ୧୮ ବିଜେଡି ବିଧାୟକଙ୍କ ସମେତ ଅନ୍ୟ ବିଧାୟକ ମାନେ ବି ତାଲିମ୍ ନେବେ।।ବିଧାନସଭା ନୀତି ଓ ବିଧି ବ୍ୟବସ୍ଥା ସମ୍ପର୍କରେ ଦଳର ଅଭିଜ୍ଞ ବିଧାୟକ ଓ ନେତା ପ୍ରଶିକ୍ଷଣ ଦେବେ।। ବିଧାନସଭାରେ ଗତ ୧୭ ଓ ୧୮ ତାରିଖରେ ଅୟୋଜିତ ବିଧାୟକ ପ୍ରଶିକ୍ଷଣ ଶିବିରକୁ ବିଜେପିର ଦଳୀୟ ପ୍ରଶିକ୍ଷଣ ଶିବିର ଦର୍ଶାଇ ବୟକଟ୍ କରିଥିଲା ବିଜେଡି। ସେହିପରି କଂଗ୍ରେସ ମଧ୍ୟ ଏହି ପ୍ରଶିକ୍ଷଣ ଶିବିରରେ ଯୋଗ ଦେଇନଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା