Masthead

କକାପୁତୁରାଙ୍କୁ ଦଳି ଦେଲା ଦନ୍ତା

ରେଢାଖୋଲ (ବଡ଼ ଖବର ବ୍ୟୁରୋ): କକାପୁତୁରାଙ୍କୁ ଦଳି ମାରିଦେଲା ହାତୀ । ରେଢ଼ାଖୋଲ ନାକଟିଦେଉଳ ରାସ୍ତାର ଡ଼ିମିରିକୁଦା ନିକଟରେ ହାତୀ ଆକ୍ରମଣରେ କକା-ପୁତୁରା ମୃତ । ମୃତକମାନେ ହେଲେ ରେଢ଼ାଖୋଲ ଥାନା ଡ଼ିମିରିକୁଦା ଗ୍ରାମର ଦୁଃଶାସନ ଭୋଇ ଏବଂ ନତିକ ଭୋଇ । ଗତ ସନ୍ଧ୍ୟାରେ ଗ୍ରାମ ଠାରୁ ପ୍ରାୟ ଅଧା କି. ମି. ଦୂର ରାସ୍ତା ପାର୍ଶ୍ୱ ଜଙ୍ଗଲକୁ ଛତୁ ଖୋଜିବାକୁ ଯାଇଥିବାବେଳେ ହାତୀ ହାବୁଡ଼ରେ ପଡ଼ିଥିଲେ ।

ତେବେ ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ପରିବାରଲୋକେ ବିଭିନ୍ନ ଆଡେ ଖୋଜାଖୋଜି ଆରମ୍ଭ କରିଥିଲେ । ତେବେ ଶୁକ୍ରବାର ସକାଳୁ ଲୋକେ ପୁଣିଥରେ ଖୋଜାଖୋଜି କରିବାରୁ ରେଢ଼ାଖୋଲ ନାକଟିଦେଉଳ ରାସ୍ତା ପାର୍ଶ୍ୱ ଜଙ୍ଗଲରୁ କକା-ପୁତୁରା ଦୁଇ ଜଣଙ୍କ ମୃତ ଦେହ ଉଦ୍ଧାର କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ