Masthead

ଅଯୋଧ୍ୟା ରାମ ମନ୍ଦିର ପାଇଁ ରୁପାଇଟା ଦାନ କଲେ କିନ୍ନର ସମାଜ

କଟକ(ବଡ଼ ଖବର ବ୍ୟୁରୋ): ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ରୁପାଇଟା ଦେଇ ସହଯୋଗର ହାତ ବଢ଼େଇଲେ କିନ୍ନର ସମାଜ । ଅଯୋଧ୍ୟାର ଶ୍ରୀରାମଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଅଲ୍ ଓଡ଼ିଶା କିନ୍ନର ସମାଜ ପକ୍ଷରୁ ଏକ ରୁପାଇଟା ପ୍ରଭୁ ଶ୍ରୀରାମଙ୍କ ମନ୍ଦିରରେ ସମର୍ପଣ କରାଯିବ । ସମଗ୍ର ଓଡ଼ିଶାର କଲ୍ୟାଣ ଉଦେ୍ଦଶ୍ୟରେ ଏହି ରୁପାଇଟା ପ୍ରଦାନ କରାଯିବ ବୋଲି ଅଲ୍ ଓଡ଼ିଶା କିନ୍ନର ସମାଜର ମୁଖ୍ୟ କହିଛନ୍ତି । ତେବେ ଆଜି ଭଦ୍ରକ, ଯାଜପୁର, ପୁରୀ, ଭୂବନେଶ୍ୱର, ବାଲେଶ୍ୱର,ବ୍ରହ୍ମପୁରର ଶତାଧିକ କିନ୍ନର ମାନେ ଏକାଠି ହୋଇ କଟକରେ ଏକ ବିଶାଳ ଶୋଭାଯାତ୍ରା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?