Masthead

ଅଯୋଧ୍ୟା ରାମ ମନ୍ଦିର ପାଇଁ ରୁପାଇଟା ଦାନ କଲେ କିନ୍ନର ସମାଜ

କଟକ(ବଡ଼ ଖବର ବ୍ୟୁରୋ): ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ରୁପାଇଟା ଦେଇ ସହଯୋଗର ହାତ ବଢ଼େଇଲେ କିନ୍ନର ସମାଜ । ଅଯୋଧ୍ୟାର ଶ୍ରୀରାମଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଅଲ୍ ଓଡ଼ିଶା କିନ୍ନର ସମାଜ ପକ୍ଷରୁ ଏକ ରୁପାଇଟା ପ୍ରଭୁ ଶ୍ରୀରାମଙ୍କ ମନ୍ଦିରରେ ସମର୍ପଣ କରାଯିବ । ସମଗ୍ର ଓଡ଼ିଶାର କଲ୍ୟାଣ ଉଦେ୍ଦଶ୍ୟରେ ଏହି ରୁପାଇଟା ପ୍ରଦାନ କରାଯିବ ବୋଲି ଅଲ୍ ଓଡ଼ିଶା କିନ୍ନର ସମାଜର ମୁଖ୍ୟ କହିଛନ୍ତି । ତେବେ ଆଜି ଭଦ୍ରକ, ଯାଜପୁର, ପୁରୀ, ଭୂବନେଶ୍ୱର, ବାଲେଶ୍ୱର,ବ୍ରହ୍ମପୁରର ଶତାଧିକ କିନ୍ନର ମାନେ ଏକାଠି ହୋଇ କଟକରେ ଏକ ବିଶାଳ ଶୋଭାଯାତ୍ରା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ