Masthead

କାଲିଠୁ ପରିବହନ ସଙ୍ଘର ଧର୍ମଘଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଲିଠୁ ଧର୍ମଘଟକୁ ଓହ୍ଲାଇବ ରାଜ୍ୟ ପରିବହନ ଶ୍ରମିକ ସଂଘ । ଡ୍ରାଇଭରଙ୍କ ପାଇଁ ଥିବା ଦଣ୍ଡବିଧାନକୁ ବିରୋଧ କରି ଧର୍ମଘଟ ଡାକର ଦେଲା ପରିବହନ ଶ୍ରମିକ ସଙ୍ଘ । ପ୍ରେସମିଟ କରି ପରିବହନ ଶ୍ରମିକ ମହାସଂଘ ପକ୍ଷରୁ ସୂଚନା । ତେଲ ଡିପୋରୁ ପେଟ୍ରୋଲ, ଡିଜେଲ ଲୋଡିଂ ବନ୍ଦ ରଖିବ ମହାସଂଘ । କାଲିଠୁ ତେଲ ଯୋଗାଣ ସହ ଅନ୍ୟ ପରିବହନ ସେବା ପ୍ରଭାବିତ ହେବା ଆଶଙ୍କା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼