Masthead

ତପୁଙ୍କୁ ଇକମୋ ଚିକିତ୍ସା ପାଇଁ ସରକାରଙ୍କୁ ନିବେଦନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଲିଉଡର ପ୍ରସିଦ୍ଧ କଣ୍ଠ ଶିଳ୍ପୀ ତପୁ ମିଶ୍ର କରୋନା ପଜିଟିଭ ହୋଇ ଦୀର୍ଘଦିନ ହେଲା ଚିକିତ୍ସିତ ହେଉଛନ୍ତି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଛନ୍ତି । ଏବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗରୁତର ଥିବା ଜଣାପଡିଛି । ଯାହାକୁ ନେଇ ଓଲିଉଡର କଳାକାରମାନେ ଦୁଃଖ ପ୍ରକାଶ କରିଛନ୍ତି ।

ତପୁଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ସୁଧାର ଆସୁ ନ ଥିବା ମେଡିକାଲ କର୍ତ୍ତୃପକ୍ଷ କହିଛନ୍ତି । ତାଙ୍କୁ ଯଦି ଇକମୋ ଚିକିତ୍ସା ଯୋଗାଇ ଦିଆଯାଏ, ତେବେ କରୋନାରୁ ସୁସ୍ଥ ହୋଇ ପାରନ୍ତି ବୋଲି ମେଡିକାଲ କତୃପକ୍ଷ କହିଛନ୍ତି । ଓଲିଉଡର କଳାକାରଙ୍କ ପକ୍ଷରୁ ତପୁଙ୍କୁ ଇକମୋ ଚିକିତ୍ସା ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କୁ ନିବେଦ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ