Masthead

ଟ୍ରେନ ଚଳାଚଳକୁ ବାଧାପ୍ରାପ୍ତ କଲା ଗଛ

ମୟୁରଭଞ୍ଜ(ବଡ଼ ଖବର ବ୍ୟୁରୋ): ମୟୁରଭଞ୍ଜର ବେତନଟି ଷ୍ଟେସନର ୨ଶହ ମିଟର ଦୂରରେ ହଠାତ୍ ଏକ ଶାଳଗଛ ଟ୍ରେନଲାଇନ ଉପରେ ପଡିଯିବାରୁ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି।

ସୌଭାଗ୍ୟ ବଶତଃ ବାରିପଦା-ବାଲେଶ୍ୱର ଡି.ଏମ.ୟୁ ବେତନଟୀରୁ ବାରିପଦା ଅଭିମୁଖେ ବାହାରିଯିବାର ୧୫ ମିନିଟ୍ ପରେ ଏହି ଶାଳଗଛଟି ଟ୍ରେନଲାଇନ ଉପରେ ଗଳିପଡିଥିଲା । ଇଲେକ୍ଟ୍ରିକ ଲାଇନ ଛିଣ୍ଡି ଯିବାରୁ ମଞ୍ଚାବନ୍ଧା ଜଙ୍ଗଲରେ ଟ୍ରେନଟି ଅଟକି ଯାଇଛି । ରେଳ ବିଭାଗ ପକ୍ଷରୁ ତୁରନ୍ତ ଗଛକୁ ହଟାଇ ଲାଇନ ମରାମତି ଆରମ୍ଭ ହୋଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ