Masthead

ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି

ପୁରୀ(ବଡ଼ ଖବର ବ୍ୟୁରୋ): ବାଲୁକା କଳା ମାଧ୍ୟମରେ ତୁର୍କୀ ଭୂମିକମ୍ପରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି । ଭୟଙ୍କର ଭୂମିକମ୍ପ ଯୋଗୁଁ ଗୁରୁତର ଭାବେ ପ୍ରଭାବିତ ହୋଇଛି ତୁର୍କୀ ଏବଂ ସିରିୟା । ୧୫ହଜାରରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି । ସେମାନଙ୍କୁ ବାଲୁକା କଳା ମଧ୍ୟମରେ ଶ୍ରଦ୍ଧାଞ୍ଚଳି ଜଣାଇଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ଓ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ଦେଶବାସୀ ସହାୟତାର ହାତ ବଢାଇବା ପାଇଁ ନିବେଦନ କରାଯାଇଛି । ଏବଂ ଦେଶ ବାସି ପାର୍ଥନା କରନ୍ତୁ ତୁର୍କୀ ଓ ସିରିୟା ରେ ଘଟିଥିବା ଭୂମିକମ୍ପ ରେ ଆହତ ମାନଙ୍କୁ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା