Masthead

ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

ଡ଼େରାବିଶ (ବଡ଼ ଖବର ବ୍ୟୁରୋ): ବୋମା ବିସ୍ଫୋରଣରେ ପ୍ରାଣ ହରାଇଥିବା ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି । ମାଲକାନଗରିର ବୋମା ବିସ୍ଫୋରଣରେ ପ୍ରାଣ ହରାଇଥିଲେ ୧୮ଜଣ ସହିଦ ଯବାନ। ସେଥିରୁ ଥିଲେ ଡେରାବିଶ ମାଟିର ସୁଯୋଗ୍ୟ ସନ୍ତାନ ଚିତ୍ତରଂଜନ।ଜହ୍ନିମୂଲ ଗାଁରେ ଜନ୍ମ ହୋଇଥିଲେ ଚିତ୍ତରଂଜନ । ବୋମା ବିସ୍ଫୋରଣରେ ପ୍ରାଣ ହରାଇଥିଲେ ।

ଆଜି ସେହି ସହିଦ ଯବାନଙ୍କୁ ମନେପକାଇଛି ପୋଲିସ ବାହିନୀ।୧୯୭୯ ମସିହାରେ ଜନ୍ମ ଗ୍ରହଣ କରି ୨୦୦୩ ମସିହାରେ ଓଡ଼ିଶା ପୋଲିସରେ ଯୋଗ ଦେଇଥିଲେ ଚିତ୍ତରଞ୍ଜନ। ଆଜି ବି ଲିଭିନି ଲୋକଙ୍କ ମନରୁ ୨୦୦୮ ମସିହାରେ ମାଲକାନଗିରିରେ ଘଟିଥିବା ବୋମା ବିସ୍ପୋରଣର ଛାତିଥରା କାହାଣୀ। ନକ୍ସଲଙ୍କ ବୋମା ବିସ୍ପୋରଣରେ ଚିତ୍ତରଞ୍ଜନଙ୍କ ସହିତ ସହିଦ ହୋଇଥିଲେ ଓଡ଼ିଶାର ବହୁ ସହିଦ ଯବାନ।ସହିଦ ହୋଇଥିବା ଚିତ୍ତରଞ୍ଜନଙ୍କୁ ଆଜି ଡେରାବିଶ ଥାନାରେ ଶ୍ରଦ୍ଧାଞ୍ଜଳି ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ