Masthead

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧିସ୍ଥଳରେ ଶ୍ରଦ୍ଧାସୁମନ ଅର୍ପଣ କଲେ ରାଷ୍ଟ୍ରପତି

ବାରିପଦା(ବଡ଼ ଖବର ବ୍ୟୁରୋ): ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠରେ ଶ୍ରଦ୍ଧା ସୁମନ ଅର୍ପଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅଲଚିକି ଲିପିର ଉଦ୍‌ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଦାଣ୍ଡବୋସସ୍ଥିତ ସମାଧି ପୀଠରେ ରାଷ୍ଟ୍ରପତି ଆଦିବାସୀ ଭାଷାରେ ପ୍ରାର୍ଥନା ମଧ୍ୟ କରିଥିଲେ। ଅନ୍ୟପଟେ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଂଜୁର କରିଛନ୍ତି । ସାନ୍ତାଳି ଜାତି ପ୍ରତି ପଣ୍ଡିତ ମୁର୍ମୁଙ୍କ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ତାଙ୍କ ଜୟନ୍ତୀ ବୁଦ୍ଧ ପୂର୍ଣ୍ଣିମାକୁ ମଧ୍ୟ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ