ପୂଣ୍ୟ ତିଥିରେ ପୁଣ୍ୟାତ୍ମା ନବକୃଷ୍ଣଙ୍କୁ ଶ୍ରଦ୍ଧାଞ୍ଜଳୀ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଆଜି ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ପୂଣ୍ୟତିଥି । ସେବା ଓ ତ୍ୟାଗର ପ୍ରତୀକ ଥିଲେ ନବକୃଷ୍ଣ ଚୌଧୁରୀ । ତାଙ୍କ ଭଳି ସଚ୍ଚୋଟ ରାଜନେତା ଭାରତ ବର୍ଷରେ ବିରଳ । ଓଡ଼ିଶାର ରାଜନୀତି ଓ ଅର୍ଥନୀତି କ୍ଷେତ୍ରରେ ବହୁ ଐତିହାସିକ ସଂସ୍କାର ଆଣିଥିଲେ ନବକୃଷ୍ଣ ଚୌଧୁରୀ ।

ବିଧାନସଭାରେ ସେ ଓଡ଼ିଆରେ ଭାଷଣ ଦେଉଥିଲେ । ଶାନ୍ତି ନିକେତନରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ଖୋଲିବା ପାଇଁ ତାଙ୍କୁ ସରକାର ୬୦,୦୦୦ ଟଙ୍କା ଦାନ କରିଥିଲେ। ତେବେ ବୁଧବାର ନବକୃଷ୍ଣ ଚୌଧୁରୀଙ୍କ ପୁଣ୍ୟ ତିଥି ଅବସରରେ ଅନଗୁଳ ରକ୍ତ ଭଣ୍ଡାର ଠାରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ