Masthead

ସମ୍ବଲପୁରରେ ଟ୍ରିପଲ ମର୍ଡର

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ଚାଞ୍ଚଲ୍ୟ। ବନ୍ଦ ଘରୁ ମିଳିଲା ମା’ ଓ ପୁଅ-ଝିଅଙ୍କ ମୃତଦେହ । ମୃତକ ହେଲେ ସାଜିଆ ପରବିନ ଏବଂ ତାଙ୍କର ଝିଅ ହୁମାଇରା ତାଏବା ଓ ପୁଅ ଅବଦୁଲ ରେହମାନ ହତ୍ୟାକାଣ୍ଡର ପ୍ରାୟ ୪ ଦିନ ପରେ ଘଟଣା ସାମ୍ନାକୁ ଆସିଛି । ଗତ ୧୫ଦିନ ହେଲା ଘରଟି ବାହାରୁ ତାଲା ପଡି ବନ୍ଦ ରହିଥିଲା। ତେବେ କିଏ କାହିଁକି ହତ୍ୟା କରିଛି ତାହା ଜଣାପଡ଼ି ନାହିଁ ।

ଯାହାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରଛି । ୧୫ଦିନ ତଳେ ହତ୍ୟାକାଣ୍ଡ ହୋଇଥିବାରୁ ତିନୋଟି ମୃତ ଦେହ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି । ତଳ ମହଲାରେ ଥିବା ଦୋକାନୀ ପୋଲିସକୁ ଖବର ଦେବାପରେ ଧନୁପାଲ୍ଲୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତାଲା ଭାଙ୍ଗି ଘର ଭିତରକୁ ପଶିଥିଲେ । ଆଜି ସଂଧ୍ୟା ହୋଇଯାଇଥିବାରୁ ଆସନ୍ତାକାଲି ମୃତଦେହ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇବ ବୋଲି ସମ୍ବଲପୁର ସଦର ଏସଡିପିଓ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ