Masthead

ସମ୍ବଲପୁରରେ ଟ୍ରିପଲ ମର୍ଡର

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ଚାଞ୍ଚଲ୍ୟ। ବନ୍ଦ ଘରୁ ମିଳିଲା ମା’ ଓ ପୁଅ-ଝିଅଙ୍କ ମୃତଦେହ । ମୃତକ ହେଲେ ସାଜିଆ ପରବିନ ଏବଂ ତାଙ୍କର ଝିଅ ହୁମାଇରା ତାଏବା ଓ ପୁଅ ଅବଦୁଲ ରେହମାନ ହତ୍ୟାକାଣ୍ଡର ପ୍ରାୟ ୪ ଦିନ ପରେ ଘଟଣା ସାମ୍ନାକୁ ଆସିଛି । ଗତ ୧୫ଦିନ ହେଲା ଘରଟି ବାହାରୁ ତାଲା ପଡି ବନ୍ଦ ରହିଥିଲା। ତେବେ କିଏ କାହିଁକି ହତ୍ୟା କରିଛି ତାହା ଜଣାପଡ଼ି ନାହିଁ ।

ଯାହାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରଛି । ୧୫ଦିନ ତଳେ ହତ୍ୟାକାଣ୍ଡ ହୋଇଥିବାରୁ ତିନୋଟି ମୃତ ଦେହ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି । ତଳ ମହଲାରେ ଥିବା ଦୋକାନୀ ପୋଲିସକୁ ଖବର ଦେବାପରେ ଧନୁପାଲ୍ଲୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତାଲା ଭାଙ୍ଗି ଘର ଭିତରକୁ ପଶିଥିଲେ । ଆଜି ସଂଧ୍ୟା ହୋଇଯାଇଥିବାରୁ ଆସନ୍ତାକାଲି ମୃତଦେହ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇବ ବୋଲି ସମ୍ବଲପୁର ସଦର ଏସଡିପିଓ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା