Masthead

ତ୍ରିପୁରା ବିଧାନସଭା ନିର୍ବାଚନ, ପ୍ରଧାନମନ୍ତ୍ରୀ କରିବେ ପ୍ରଚାର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପାଖେଇ ଆସୁଛି ତ୍ରିପୁରା ବିଧାନସଭା ନିର୍ବାଚନ । ପ୍ରଚାର ପାଇଁ ଆଜି ତ୍ରିପୁରା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ । ସେଠାରେ ୨ଟି ନିର୍ବାଚନ ରାଲିକୁ ସମ୍ବୋଧିତ କରିବେ । ଏହି ସଭା ତ୍ରିପୁରାର ଅଂବାସା ଓ ଗୌତମିରେ ହେବ । ରାଜ୍ୟରେ ୬୦ ବିଧାନସବା ଆସନ ପାଇଁ ଫେବୃୟାରୀ ୧୬ରେ ଭୋଟ ଗ୍ରହଣ କରାଯିବ । ମୁଖ୍ୟମନ୍ତ୍ରୀ ମାଣୀକ ଶାହ, ଭାରତୀୟ ଜନତା ପାର୍ଟିର ରାଜ୍ୟ ନିର୍ବାଚନ ପ୍ରଭାରୀ ମହେଶ ଶର୍ମା ଓ ଦଳର ରାଜ୍ୟରେ ଥିବା ଅଧ୍ୟକ୍ଷ ରାଜୀବ ଭଟ୍ଟାଚାର୍ଯ୍ୟ ମହାରାଜା ବୀର ବିକ୍ରମ ଏୟାରପୋର୍ଟରେ ମାଦିଙ୍କୁ ସ୍ୱାଗତ କରିବେ । ଧଲାଇ ଜିଲ୍ଲାର ଅଂବାସାରେ ଦିନ ୧୨ ଟାରେ ପ୍ରଥମ ରାଲିକୁ ସମ୍ବୋଧିତ କରିବେ । ଏହାପରେ ଦ୍ୱିତୀୟ ରାଲି ଗୋମତିରେ ଅପରାହ୍ନ ୩ଟାରେ ସମ୍ବୋଧିତ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ