Masthead

ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ତ୍ରୀବେନ୍ଦ୍ର ସିଂହ ରାୱତ

ବାରିପଦା (ବଡ଼ ଖବର ବ୍ୟୁରୋ): ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଉତ୍ତରାଖଣ୍ଡର ପୂର୍ବତ୍ତନ ମୁଖମନ୍ତ୍ରୀ ତ୍ରୀବେନ୍ଦ୍ର ସିଂହ ରାୱତ । ମେ ୧ରୁ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ନିର୍ବାଚନମଣ୍ଡଳି ଗସ୍ତ କରୁଛନ୍ତି। ଆଜି ବାଙ୍ଗିରିପୋଷି ଠାରେ ପହଞ୍ଚି ଦଳୀୟ ନେତାଙ୍କୁ ସାକ୍ଷାତ କରିବା ସହିତ ୨୦୨୪ ନିର୍ବାଚନରେ  ବିଜୟୀ ପାଇଁ ବିଜେପି କର୍ମୀଙ୍କୁ ଦେଉଛନ୍ତି ଗୁରୁମନ୍ତ୍ର । ବାଙ୍ଗିରିପୋଷି ଠାରେ କାର୍ଯ୍ୟକ୍ରମ ସାରି ବିଶୋଇ ଏବଂ ରାଇରଙ୍ଗପୁର  ଗସ୍ତ କାର୍ଯ୍ୟକ୍ରମ ରହିଥିବାର ସୂଚନା ମିଳିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା