Masthead

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ତ୍ରିବେନ୍ଦ୍ର ସିଂ ରାୱତ

ଉତ୍ତରାଖଣ୍ଡ (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ତ୍ରିବେନ୍ଦ୍ର ସିଂ ରାୱତ । ଉତ୍ତରାଖଣ୍ଡରେ ଥିବା ବିଜେପି ସରକାରରେ ବର୍ତ୍ତମାନ ସଂକଟ ଦେଖାଦେଇଛି । ଗତକାଲି ସେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ । ମଙ୍ଗଳବାର ଅପରାହ୍ନ ୪ଟା ବେଳେ ସେ ରାଜ୍ୟପାଳ ବେବିରାଣୀ ମୌର୍ଯ୍ୟଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି ।

ତେବେ କୁହାଯାଉଛି ଯେ, ବୁଧବାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯିବ । ଇସ୍ତଫାପତ୍ର ଦେବା ପରେ ପ୍ରେସମିଟ କରି ସୂଚନା ଦେଲେ ତ୍ରିବେନ୍ଦ୍ର ସିଂ ରାୱତ । ତେବେ କିଏ ହେବ ନୂଆ ମୁଖ୍ୟମନ୍ତ୍ରୀ ତାକୁ ନେଇ ଏବେ କଳ୍ପନା ଜାରି  ରହିଛି । ତ୍ରିବେନ୍ଦ୍ର ସିଂ ରାୱତ ପ୍ରେସକନଫରେନ୍ସ କରି କହିଛନ୍ତି, ବହୁତ ସମୟ ଧରି ରାଜନୀତି କରିଛି । ୪ ବର୍ଷ ପାଇଁ ପାର୍ଟି ମତେ ସିଏମ ଭାବେ କାର୍ଯ୍ୟ କରିବାର ଦାୟିତ୍ୱ ଦେଇଥିଲା । ଏହି ସମୟ ମଧ୍ୟରେ ଦଳ ପକ୍ଷରୁ ମତେ ବହୁତ ସମ୍ମାନ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା