Masthead

ବ୍ରିଜ ତଳକୁ ଖସିଲା ଦୁଇ ଟ୍ରକ୍

ଅନୁଗୁଳ, (ବଡ଼ ଖବର ବ୍ୟୁରୋ): ଅନଗୁଳ ଜିଲ୍ଲା ବଅଁରପାଳ ବ୍ଲକ୍ ବନ୍ଦା ଓଭରବ୍ରିଜରେ ଦୁଇ ଟ୍ରକ୍ ମଧ୍ୟରେ ଧକ୍କା ହୋଇ ନାଲକୋ ଟ୍ରେନ ଟ୍ରାକ୍ ଉପରେ ପଡ଼ି ରହିଛି। ସୂଚନା ଅନୁଯାୟୀ ଚିପ୍ସ୍ ବୋଝେଇ ଟିପର (ନଂ-ଓଆର୧୪-ଡବ୍ଲ୍ୟୁ୪୬୯୬) ଗୁଡ଼ିଆକାଟେଣୀରୁ ଅନୁଗୁଳ ଅଭିମୁଖେ ଯାଉଥିବା ସମୟରେ ବନ୍ଦା ଓଭରବ୍ରିଜ ନିକଟରେ ତାକୁ ପଛରୁ ଅନ୍ୟ ଏକ ଟ୍ରକ୍ (ନଂ-ଓଆର୧୯-ବି୪୫୮୮) ଧକ୍କା ଦେଇଥିଲା। ଯାହା ଦ୍ଵାରା ଦୁଇ ଟ୍ରକ୍ ବ୍ରିଜ ତଳକୁ ଖସି ପଡ଼ିଥିଲା। ଓଆର୧୯-ବି୪୫୮୮ନଂ ଟ୍ରକର ଡ୍ରାଇଭରଙ୍କ କହିବା ଅନୁସାରେ ସେ ଅତ୍ୟଧିକ ମଦ୍ୟପାନ କରି ଗାଡ଼ି ଚଳାଉଥିଲେ। ସ୍ଥାନୀୟ ଲୋକେ ଗୁରୁତର ଆହତଙ୍କୁ ମେଡିକାଲ ନେବା ପାଇଁ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ମାତ୍ର ଆମ୍ବୁଲାନ୍ସ ସେବା ମିଳିପାରି ନ ଥିଲା। ବଅଁରପାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଦୁଇଟିକୁ ଉଦ୍ଧାର କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ