Masthead

ଓଲଟିଲା ମାଲ୍ ବୋଝେଇ ଟ୍ରକ୍

ଟାଙ୍ଗୀ-ଚୌଦ୍ୱାର (ବଡ଼ ଖବର ବ୍ୟୁରୋ): କଟକ ଜିଲ୍ଲା ଚୌଦ୍ୱାର ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥ ନୁନଟିକିରି ପୋଲ ନିକଟରେ ୧୪ ଚକିଆ ମାଲ ବୋଝେଇ ଟ୍ରକ ଭାରସାମ୍ୟ ହରାଇ କେନାଲ ପୋଲ ଉପରୁ ତଳକୁ ଖସି ପଡ଼ିଛି । ଅଳ୍ପକେ ଚାଳକ ଓ ହେଲ୍ପର ବର୍ତ୍ତିଯାଇଛନ୍ତି । ଘଟଣାସ୍ଥଳରେ ଚୌଦ୍ୱାର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ