Masthead

ଘାଟିରୁ ଓଲଟିଲା ଯାତ୍ରାପାର୍ଟି ଟ୍ରକ

ବାଙ୍ଗିରିପୋଷି (ବଡ଼ ଖବର ବ୍ୟୁରୋ): ମୟୂରଭଞ୍ଜ ବାଙ୍ଗିରିପୋଷି ଘାଟିରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ୪୯ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ଯାଉଥିବା ଏକ ଯାତ୍ରାପାର୍ଟି ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ୧୨ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ଏବେ ବି ଟ୍ରକ ତଳେ ଅନେକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି ।

ଦ୍ୱାରଶୁଣି ଘାଟି ନିକଟରେ ଟ୍ରକଟି ଭାରସାମ୍ୟ ହରାଇ ଖସି ପଡିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୋଲିସ ପହଞ୍ଚିଥିବା ବେଳେ ଉଦ୍ଧାରକାର୍ଯ୍ୟକୁ ତ୍ୱରାନିତ୍ୱ କରାଯାଇଛି । ସମସ୍ତ ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ