Masthead

ଆମ୍ବୁଲାନ୍ସ-ଟ୍ରକ ମୁହାଁମୁହିଁ: ଆମ୍ବୁଲାନ୍ସ ଚାଳକ ମୃତ

ପାଳଲହଡ଼ା, (ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲା ପାଲଲହଡ଼ା ଥାନା ମୁକ୍ତାପୁର ଛକ ନିକଟରେ ଆଜି ସଡ଼କ ଦୁର୍ଘଟଣା ଘଟିଛି। ସକାଳ ପ୍ରାୟ ୯ଟାରୁ ସାଢ଼େ ୯ଟା ମଧ୍ୟରେ ୧୦୨ ଆମ୍ବୁଲାନ୍ସ ରୋଗୀ ଆଣିବା ପାଇଁ କନ୍ତଳା ଅଭିମୁଖେ ଯାଉଥିଲା। ଏହି ସମୟରେ ମୁକ୍ତାପୁର ଛକ ନିକଟରେ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଆମ୍ବୁଲାନ୍ସ ଚାଳକ ଗୁରୁତର ଆହତ ହୋଇଥିଲେ। ତୁରନ୍ତ ତାଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ହେଲେ ଖମାର ଥାନା ନିମିରିବେଡ଼ା ଗ୍ରାମର ବେଣୁଧର ନାୟକ (୩୫)।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ