Masthead

ବସକୁ ଧକ୍କା ଦେଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ):ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଶାନ୍ତିଆ ବାଇପାସ ନିକଟରେ ଘଟିଛି ଏକ ମମର୍ନ୍ତୁଦ ସଡକ ଦୁର୍ଘଟଣା । ଏକ ଟ୍ରକ ବସକୁ ପଛପଟୁ ଧକ୍କାଦେବା ଫଳରେ ଏଭଳି ଘଟିଛି ଦୁର୍ଘଟଣା । ଧକ୍କାଦେବା ପରେ ବସଟି ଭାରସାମ୍ୟ ହରାଇ ଏନଏଚ ୬୦ ତଳକୁ ଓଲଟିପଡିଥିଲା ।

ଏହି ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ୪୦ରୁ ଉର୍ଦ୍ଧ୍ୱ ଯାତ୍ରୀ । ସମସ୍ତ ଗୁରୁତରଙ୍କୁ ସ୍ଥାନୀୟ ଜିକେ ଭଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବସଟି ଭୁବନେଶ୍ୱରରୁ କଲିକତା ଅଭିମୁଖେ ଯାଉଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି