Masthead

‘ପ୍ରକୃତ ସାହସ ଓ ବଳିଦାନ ଗାନ୍ଧି ପରିବାରର ଶକ୍ତି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧୀ ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଗାନ୍ଧି ପରିବାରର ଉତ୍ତରାଧିକାରୀ ତଥା ଶକ୍ତି ଉପରେ ଆଲୋକପାତ କରିଛନ୍ତି। ରାହୁଲ ତାଙ୍କ ପୋଷ୍ଟରେ ଭଉଣୀ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କ ମନ୍ତବ୍ୟ ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ପ୍ରିୟଙ୍କା ରାଜୀବ ଗାନ୍ଧିଙ୍କ ଅନ୍ତିମ ସଂସ୍କାର ସମ୍ପର୍କରେ କହିଥିଲେ ଯେ, ରାହୁଲ ରାଜୀବ ଗାନ୍ଧିଙ୍କ ମୃତଦେହକୁ ନେଇ ସେନା ଟ୍ରକ ପଛରେ ଚାଲିବାକୁ ଜିଦ ଧରିଥିଲେ।

ଯାହାର ଭିଡିଓ ପୋଷ୍ଟ କରି ରାହୁଲ କ୍ୟାପଶନରେ ଲେଖିଛନ୍ତି, ପ୍ରକୃତ ସତ୍ୟ ସାହସ ଏବଂ ବଳିଦାନ ଏହା ଗାନ୍ଧୀ ପରିବାର ଐତିହ୍ୟ ଏବଂ ଏହା ଆମର ଶକ୍ତି। ଏହି ଭିଡିଓରେ ରାଜୀବ ଗାନ୍ଧୀଙ୍କ ଅନ୍ତିମ ସଂସ୍କାରର ଦୃଶ୍ୟ ରହିଛି, ଯେଉଁଥିରେ ତାଙ୍କ ଶରୀର ତ୍ରିରଙ୍ଗାରେ ଘୋଡ଼ା ଯାଇଛି। ପ୍ରାୟ ୧୦ ମାଇଲ ଦୂର ରାଜୀବ ଗାନ୍ଧୀଙ୍କ ଶେଷ ଯାତ୍ରାରେ ଲକ୍ଷ ଲକ୍ଷ ଲୋକ ଭାଗ ନେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ