Masthead

୬ ବର୍ଷ ପରେ ଏକାଠି ହେଲେ ଟ୍ରମ୍ପ ଓ ଜିନପିଙ୍ଗ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ  ଛଅ ବର୍ଷ ପରେ ସାକ୍ଷାତ କରିଛନ୍ତି। ଦୁଇ ନେତା ଦକ୍ଷିଣ କୋରିଆରେ ସାକ୍ଷାତ କରିଛନ୍ତି। ସେମାନେ ପରସ୍ପରକୁ ହାତ ମିଳାଇ ଅଭିବାଦନ କରିଛନ୍ତି। ବର୍ତ୍ତମାନ ଦ୍ୱିପାକ୍ଷିକ ଆଲୋଚନା ଚାଲିଛି। ଏହି ସାକ୍ଷାତ ଦକ୍ଷିଣ କୋରିଆର ବୁସାନରେ ହେଉଛି। ପୂର୍ବରୁ ସେମାନେ ୨୦୧୯ରେ ଜାପାନର ଓସାକାରେ ସାକ୍ଷାତ କରିଥିଲେ। ତଥାପି, ସେହି ସମୟରୁ ଦୁଇ ଦେଶ ମଧ୍ୟରେ ସମ୍ପର୍କ ତିକ୍ତ ହୋଇଛି। ଚୀନ-ଆମେରିକା ଟାରିଫ୍ ୱାର୍ ଭିତରେ ୬ବର୍ଷ ପରେ ଟ୍ରମ୍ପ-ଜିନପିଙ୍ଗଙ୍କ ମଧ୍ୟରେ ଭେଟଘାଟ। ବାଣିଜ୍ୟ ଶୁଳ୍କ, ତାଇୱାନ ହଂକଂ ବିବାଦ ସମେତ ବିଭିନ୍ନ ଦ୍ବିପାକ୍ଷିକ ପ୍ରସଙ୍ଗକୁ ନେଇ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ।

ଏସିଆ ପ୍ରଶାନ୍ତ ମହାସାଗରୀୟ ଆର୍ଥିକ ସହଯୋଗ ଶିଖର ସମ୍ମିଳନୀ ଅବସରରେ ଦକ୍ଷିଣ କୋରିଆର ଗୁସାନ ସହରରେ ଉଭୟ ନେତା ପରସ୍ପରକୁ ଭେଟିଛନ୍ତି । ଟ୍ରମ୍ପଙ୍କ ଦ୍ୱିତୀୟ କାର୍ଯ୍ୟକାଳରେ ସି ଜିନପିଙ୍ଗଙ୍କ ସହ ଟ୍ରମ୍ପଙ୍କର ଏହା ପ୍ରଥମ ସାକ୍ଷାତ । ଗୋଟିଏ ପଟେ ନଭେମ୍ବର ୧ ତାରିଖରୁ ଚୀନ୍ ସାମଗ୍ରୀ ଉପରେ ୧୦୦% ଶୁଳ୍କ ଲାଗୁ କରିବାକୁ ଆମେରିକା ଧମକ ଦେଇଛି । ଏହାରି ମଧ୍ୟରେ ଦୁଇ ନେତାଙ୍କ ସାକ୍ଷାତ ସମୟରେ ବାଣିଜ୍ୟ ଏବଂ ଶୁଳ୍କ ମୁଖ୍ୟ ପ୍ରସଙ୍ଗ ପାଲଟିଛି । ଏହାବାଦ ବିରଳ ଖଣିଜ ସମ୍ପଦ ସହ ରୁଷ-ୟୁକ୍ରେନ ଯୁଦ୍ଧ ଏବଂ ହଂକଂ ତାଇୱାନ ବିବାଦ ପ୍ରସଙ୍ଗରେ ମଧ୍ୟ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ