Masthead

ହ୍ୱାଇଟ ହାଉସକୁ ଫେରିଲେ ଟ୍ରମ୍ପ୍ , ଆସୁ ଆସୁ ଖୋଲିଦେଲେ ମାସ୍କ

(ବଡ଼ ଖବର ବ୍ୟୁରୋ): ହ୍ୱାଇଟ ହାଉସକୁ ଫେରିଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ । କୋଭିଡ଼ି ଆକ୍ରାନ୍ତ ହେବା ପରେ ସେ ୱାଲଟର ରିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚାରିଦିନର ଜରୁରୀ ଚିକିତ୍ସା ପରେ ଗତକାଲି ତାଙ୍କୁ ଡିସଚାର୍ଜ କରାଯାଇଛି । ହସ୍ପିଟାଲରୁ ହ୍ୱାଇଟ ହାଉସକୁ ଫେରିବା ପରେ ମୁହଁରୁ ମାସ୍କ ହଟାଇ ଦେଇଥିଲେ ଟ୍ରମ୍ପ୍ । ଏହା ସହିତ କରୋନାକୁ ନେଇ ଭୟଭୀତ ନହେବା ପାଇଁ ଦେଶବାସୀଙ୍କୁ ସେ ଅପିଲ କରିଛନ୍ତି ।
ଗତ ୨ ତାରିଖରେ ଟ୍ରମ୍ପ କରୋନା ପଜେଟିଭ୍ ଚହ୍ନଟ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚାରିଦିନର ଜରୁରୀ ଚିକିତ୍ସା ପରେ ସେ ସୁସ୍ଥ ହୋଇଥିଲେ । ତେବେ ହ୍ୱାଇଟ ହାଉସରେ ମଧ୍ୟ ତାଙ୍କର ୨୪ଘଣ୍ଟିଆ ଚିକିତ୍ସା ଜାରୀ ରହିବ ବୋଲି କହିଛନ୍ତି ଟ୍ରମ୍ପଙ୍କୁ ଚିକିତ୍ସା କରୁଥିବା ଡାକ୍ତର ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ