Masthead

ନିର୍ବାଚନ ଲଢିପାରିବେନି ଟ୍ରମ୍ପ!

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଝଟ୍‌କ । ରାଷ୍ଟ୍ରପତି ପଦ ପାଇଁ ଡୋନାଲ୍ଡ ଟ୍ରମ୍ପ ଅଯୋଗ୍ୟ ଘୋଷିତ । କ୍ୟାପିଟାଲ୍ ହିଂସା ମାମଲାରେ ଟ୍ରମ୍ପଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଛି । ଅଯୋଗ୍ୟ ଘୋଷଣା କଲେ କୋଲୋରାଡୋ କୋର୍ଟ । ସମ୍ବିଧାନର ଚତୁର୍ଦ୍ଦଶ ସଂଶୋଧନ ଧାରା ୩ ଅନୁସାରେ କୋର୍ଟଙ୍କ ରାୟ ।

ତେବେ, ରାୟକୁ ଉପର କୋର୍ଟରେ ଚାଲେଞ୍ଜ କରିପାରିବେ ଟ୍ରମ୍ପ । ବିଦ୍ରୋହ ସଂପର୍କିତ ଏହି ଧାରାକୁ ବ୍ୟବହାର କରି କୌଣସି ପୂର୍ବତନ ରାଷ୍ଟ୍ରପତିଙ୍କୁ ଆମେରିକା ନିର୍ବାଚନ ଲଢ଼ିବାକୁ ଅଯୋଗ୍ୟ ଘୋଷଣା କରାଯିବାରେ ଏହା ପ୍ରଥମ ଘଟଣା। ୨୦୨୧ ଜାନୁଆରୀ ୬ରେ କ୍ୟାପିଟଲ୍ ହିଂସାକୁ ଉସୁକାଇବା ଅଭିଯୋଗ ଟ୍ରମ୍ପଙ୍କୁ ମହଙ୍ଗା ପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା