Masthead

ଆତ୍ମସମର୍ପଣ କରିପାରନ୍ତି ଟ୍ରମ୍ପ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆତ୍ମସମର୍ପଣ କରିପାରନ୍ତି ଟ୍ରମ୍ପଡେନାଲ୍ଡ ଟ୍ରମ୍ପ । ଆମେରିକାର ପୂର୍ବତନ ରାଷ୍ଟପତି କୋର୍ଟରେ ଆତ୍ମସମର୍ପଣ କରିପାରନ୍ତି । ଯାହାକୁ ନେଇ ନ୍ୟୁୟର୍କରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଟ୍ରମ୍ପ ଟାୱାରକୁ ନୁ୍ୟୟର୍କ ପୁଲିସ ଘେରିଥିବା ଜଣାପଡ଼ିଛି । ଟ୍ରମ୍ପ କୋର୍ଟରେ ହାଜର ହେବା ପୂର୍ବରୁ ତାଙ୍କର ସମର୍ଥକମାନେ ପ୍ରଦର୍ଶନ କରିବାର ଯଥେଷ୍ଟ ସମ୍ଭାବନା ରହିଛି । ଏଥିପାଇଁ ତାଙ୍କର ଅନେକ ସମର୍ଥକ ଚେତାବନୀ ମଧ୍ୟ ଦେଇଛନ୍ତି । ମୈନହଟ୍ଟନ୍ କ୍ରିମିନାଲ କୋର୍ଟହାଉସ୍ ପାଖ ମୁଖ୍ୟରାସ୍ତାକୁ ବନ୍ଦ କରିଦିଆଯାଇଛି ।

ଟ୍ରମ୍ପଙ୍କ କୋର୍ଟରେ ହାଜିରା ପୂର୍ବରୁ ତାଙ୍କର ସମର୍ଥକମାନେ ସହରରେ ବ୍ୟାପକ ପ୍ରଦର୍ଶନ କରିବେ ବୋଲି ପୁଲିସ ବିଭାଗ ଆଶଙ୍କା କରୁଛି । ପର୍ଣ୍ଣ ଷ୍ଟାର ଷ୍ଟର୍ମି ଡେନିୟଲ୍ସଙ୍କୁ ଲାଞ୍ଚ ଦେବା ଅଭିଯୋଗରେ ଡୋନାଲ୍ଡ ଟ୍ରମ୍ପଙ୍କ ଅଡୁଆ ବଢିଯାଇଛି । ଏହି ମାମଲାରେ ଗିରଫଦାରୀକୁ ଏଡାଇବାକୁ ସେ କୋର୍ଟରେ ଯାଇ ଆତ୍ମସମର୍ପଣ କରିପାରନ୍ତି ବୋଲି ଅନ୍ତର୍ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । ଏହି ସମ୍ଭାବନାକୁ ଦୃଷ୍ଟିରେ ରଖି ନ୍ୟୁୟର୍କରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଟ୍ରମ୍ପ ଟାୱାରକୁ କଡା ସୁରକ୍ଷା ବଳୟ ଭିତରେ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା