Masthead

ଟ୍ରମ୍ପ୍-ପୁଟିନ୍‌ଙ୍କ ଯୁଦ୍ଧ ବିରତି ଆଲୋଚନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରୁଷ-ୟୁକ୍ରେନ ଯୁଦ୍ଧବିରତି ନେଇ ଟ୍ରମ୍ପ୍-ପୁଟିନ୍‌ଙ୍କ ଆଲୋଚନା । ରୁଷ ରାଷ୍ଟ୍ରପତିଙ୍କ ସହ ଫୋନ୍‌ରେ କଥାହେଲେ ଡୋନାଲ୍ଡ ଟ୍ରମ୍ପ୍ । ପୁଟିନ୍‌ଙ୍କ ସହ ଦୁଇ ଘଣ୍ଟା ଧରି କଥା ହୋଇଥିବା କହିଲେ ଟ୍ରମ୍ପ୍ । ରୁଷ-ୟୁକ୍ରେନ ଖୁବ୍‌ଶୀଘ୍ର ଯୁଦ୍ଧର ଅନ୍ତ ନେଇ କଥାହେବେ । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ଭ୍ଲାଦିମିର ପୁଟିନ୍‌ଙ୍କ ସହ ୨ ଘଣ୍ଟା ଆଲୋଚନା କରିଛନ୍ତି।

ଯୁଦ୍ଧ ବନ୍ଦ ଦିଗରେ କାର୍ଯ୍ୟ କରିବାକୁ ପ୍ରସ୍ତୁତ ବୋଲି ପୁଟିନ୍‌ କହିଥିବା ଜଣାପଡ଼ିଛି। ପୁଟିନ୍‌ କହିଛନ୍ତି ଶାନ୍ତିପୂର୍ଣ୍ଣ ସମାଧାନ ଚାହେଁ। ବୁଝାମଣା ଉଭୟ ପକ୍ଷକୁ ସୁହାଇଲା ଭଳି ହେବା ଆବଶ୍ୟକ । ଟ୍ରମ୍ପ୍‌ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ସପ୍ତାହ ଶେଷ ସୁଦ୍ଧା ଯୁଦ୍ଧବିରତି ନେଇ ଆଶାବ୍ୟକ୍ତ କରିଛନ୍ତି। ଏନେଇ ସେ ନାଟୋ ନେତାମାନଙ୍କ ସହ ଆଲୋଚନା କରିବାକୁ ଉଦ୍ୟମ କରିବେ। ତେବେ ବୁଝାମଣାକୁ ପୁଟିନ୍‌ ଗମ୍ଭୀର ଭାବେ ନେଉ ନ ଥିବା ଯଦି ଟ୍ରମ୍ପ୍‌ ଅନୁଭବ କରନ୍ତି, ତେବେ ସେ ନିଜ ଉଦ୍ୟମରୁ ଓହରିଯିବେ ବୋଲି ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଗ୍ରୀଷ୍ମ ଆରମ୍ଭରୁ ପାଣି ସଙ୍କଟ 🔴 ଟ୍ରମ୍ପ ଦେଖାଇଲେ ନାଲିଆଖି, ଏଥର ଟାର୍ଗେଟ ପାୱାର୍ ପ୍ଲାଣ୍ଟ 🔴 ୨ଦିନ କାଳବୈଶାଖି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ସାରା ରାଜ୍ୟରେ ପାଳନ ହେଉଛି ଇଦ୍ 🔴 ପ୍ରିୟଦର୍ଶିନୀ ମାର୍କେଟରେ ଅଗ୍ନିକାଣ୍ଡ 🔴 ହର୍ମୁଜ ପାଇଁ ଏକାଠି ହେଲେ ୬ଦେଶ 🔴 ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ପଖାଳ 🔴 ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା 🔴 ୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ 🔴 ଏମିତି ବି ଆସେ ମୃତ୍ୟୁ 🔴 ଗ୍ରୀଷ୍ମ ଆରମ୍ଭରୁ ପାଣି ସଙ୍କଟ 🔴 ଟ୍ରମ୍ପ ଦେଖାଇଲେ ନାଲିଆଖି, ଏଥର ଟାର୍ଗେଟ ପାୱାର୍ ପ୍ଲାଣ୍ଟ 🔴 ୨ଦିନ କାଳବୈଶାଖି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ସାରା ରାଜ୍ୟରେ ପାଳନ ହେଉଛି ଇଦ୍ 🔴 ପ୍ରିୟଦର୍ଶିନୀ ମାର୍କେଟରେ ଅଗ୍ନିକାଣ୍ଡ 🔴 ହର୍ମୁଜ ପାଇଁ ଏକାଠି ହେଲେ ୬ଦେଶ 🔴 ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ପଖାଳ 🔴 ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା 🔴 ୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ