Masthead

ଟିଏସ ବାବା ହେଲେ ଉପମୁଖ୍ୟମନ୍ତ୍ରୀ

ଛତିଶଗଡ଼(ବଡ଼ ଖବର ବ୍ୟୁରୋ): ବିଧାନସଭା ନିର୍ବାଚନ ପୂର୍ବରୁ ସରଗରମ ହୋଇଛି ଛତିଶଗଡ଼ ରାଜନୀତି । ଛତିଶଗଡ଼ କଂଗ୍ରେସ ସରକାରରେ ହୋଇଛି ବଡ଼ଧରଣର ଅଦଳବଦଳ। ଯାହା ଫଳରେ ରାଜ୍ୟରାଜନୀତିରେ ଶୃଷ୍ଟି ହୋଇଛି ହଇଚଇ ।

ଛତିଶଗଡ଼ର ବରିଷ୍ଠ କଂଗ୍ରେସ ନେତା ଟିଏସ୍‌ ସିଂହଦେଓଙ୍କୁ ଛତିଶଗଡ଼ର ଉପମୁଖ୍ୟମନ୍ତ୍ରୀ କରାଯାଇଛି। କଂଗ୍ରେସ ଅଧ୍ୟକ୍ଷ ଟିଏସ୍‌ ସିଂହଦେଓଙ୍କୁ ଉପମୁଖ୍ୟମନ୍ତ୍ରୀ କରିବା ନେଇ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ଫଳରେ ଏହାକୁ ନେଇ ଛତିଶଗଡ଼ ରାଜନୀତି ପୁଣି ଚଳଚଞ୍ଚଳ ହୋଇଉଠିଛି। ଛତିଶଗଡ଼ରେ ଏବେ ଭୁପେଶ ବାଘେଲ ମୁଖ୍ୟମନ୍ତ୍ରୀ ଅଛନ୍ତି। ତେଣୁ ହାଇକମାଣ୍ଡଙ୍କ ଏହି ନିଷ୍ପତ୍ତି ପରେ ପୁଣି ଗରମ ହୋଇଛି ରାଜ୍ୟ ରାଜନୀତି।

ଏହି ନିଯୁକ୍ତି ପରେ ଟିଏସ୍‌ ସିଂହଦେଓଙ୍କୁ ଅଭିନନ୍ଦନ ଜଣାଇବା ସହ ଏକ ଟ୍ୱିଟ କରି ‘ଆମେ ପ୍ରସ୍ତୁତ’ ବୋଲି ଲେଖିଛନ୍ତି ସିଏମ୍‌ ଭୁପେଶ ବାଘେଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି