Masthead

ଋଷରେ ତୀବ୍ରତର ଭୂମିକମ୍ପ ପରେ ସୁନାମିର ଭୟ

ଋଷରେ ତୀବ୍ରତର ଭୂମିକମ୍ପ ପରେ ସୁନାମିର ଭୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଋଷରେ ତ୍ରୀବ୍ରତର ଭୂମିକମ୍ପ । । ଆଜି ସକାଳ ରୁଷରେ ଏକ ବଡ଼ ଧରଣର ଭୂମିକମ୍ପ ହୋଇଛି । ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୮.୮ ଥିଲା । ୨୦୧୧ରେ ଜାପାନର ଭୂମିକମ୍ପ ପରେ ଏହା ହେଉଛି ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଭୂମିକମ୍ପ ରୁଷରେ କାମଚାଟକ ଭୂମିକମ୍ପର ଉଗ୍ର ରୂପ ପରେ ପଡ଼ୋଶୀ ଦେଶ ଜାପାନ, ଆମେରିକା ଏବଂ ପ୍ରଶାନ୍ତ ମହାସାଗର ଦୀପପୁଞ୍ଜରେ ଲହରୀ ସୃଷ୍ଟି କରିଛି । ଏହି କାରଣରୁ ଜାପାନ ଏବଂ ଆମେରିକାକୁ ସୁନାମ ସତର୍କତା ଜାରି କରାଯାଇଛି । ଭୂମିକମ୍ପ ପରେ ରୁଷର କାମଚାଟକ ଉପକୂଳକୁ ମାଡ଼ି ଆସୁଛି ୧୩ ଫୁଟ ଉଚ୍ଚର ଜୁଆର ଯାହା ଫଳରେ ସୁନାମିର ଆଶଙ୍କା କରାଯାଉଛି । ଆମେରିକାର ସୁନାମି ସତର୍କତା କେନ୍ଦ୍ର ସୂଚନା ଅନୁସାରେ ଆଗାମି ୩ ଘଣ୍ଟା ମଧ୍ୟରେ ଋଷିଆ ଏବଂ ଜାପାନର କିଛି ଅଞ୍ଚଳକୁ ବିପଦପୂର୍ଣ୍ଣ ଲହରି ପହଞ୍ଚି ପାରେ । ଏଥି ସହ ସୁନାମି ପ୍ରଭାବିତ ଅଞ୍ଚଳକୁ ଜରୁରୀକାଳୀନ ଘୋଷଣା କରାଯିବା ସହ ୧.୯ ନିୟୁତ ଲୋକଙ୍କୁ ଉଚ୍ଚ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ