Masthead

ଋଷରେ ତୀବ୍ରତର ଭୂମିକମ୍ପ ପରେ ସୁନାମିର ଭୟ

ଋଷରେ ତୀବ୍ରତର ଭୂମିକମ୍ପ ପରେ ସୁନାମିର ଭୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଋଷରେ ତ୍ରୀବ୍ରତର ଭୂମିକମ୍ପ । । ଆଜି ସକାଳ ରୁଷରେ ଏକ ବଡ଼ ଧରଣର ଭୂମିକମ୍ପ ହୋଇଛି । ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୮.୮ ଥିଲା । ୨୦୧୧ରେ ଜାପାନର ଭୂମିକମ୍ପ ପରେ ଏହା ହେଉଛି ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଭୂମିକମ୍ପ ରୁଷରେ କାମଚାଟକ ଭୂମିକମ୍ପର ଉଗ୍ର ରୂପ ପରେ ପଡ଼ୋଶୀ ଦେଶ ଜାପାନ, ଆମେରିକା ଏବଂ ପ୍ରଶାନ୍ତ ମହାସାଗର ଦୀପପୁଞ୍ଜରେ ଲହରୀ ସୃଷ୍ଟି କରିଛି । ଏହି କାରଣରୁ ଜାପାନ ଏବଂ ଆମେରିକାକୁ ସୁନାମ ସତର୍କତା ଜାରି କରାଯାଇଛି । ଭୂମିକମ୍ପ ପରେ ରୁଷର କାମଚାଟକ ଉପକୂଳକୁ ମାଡ଼ି ଆସୁଛି ୧୩ ଫୁଟ ଉଚ୍ଚର ଜୁଆର ଯାହା ଫଳରେ ସୁନାମିର ଆଶଙ୍କା କରାଯାଉଛି । ଆମେରିକାର ସୁନାମି ସତର୍କତା କେନ୍ଦ୍ର ସୂଚନା ଅନୁସାରେ ଆଗାମି ୩ ଘଣ୍ଟା ମଧ୍ୟରେ ଋଷିଆ ଏବଂ ଜାପାନର କିଛି ଅଞ୍ଚଳକୁ ବିପଦପୂର୍ଣ୍ଣ ଲହରି ପହଞ୍ଚି ପାରେ । ଏଥି ସହ ସୁନାମି ପ୍ରଭାବିତ ଅଞ୍ଚଳକୁ ଜରୁରୀକାଳୀନ ଘୋଷଣା କରାଯିବା ସହ ୧.୯ ନିୟୁତ ଲୋକଙ୍କୁ ଉଚ୍ଚ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ମୁହାଁମୁହିଁ ଆମେରିକା-ଇରାନ 🔴 ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ପାଠ୍ୟପୁସ୍ତକ ତ୍ରୁଟି, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ 🔴 ବିଜେଡି ପାଇଁ ଘର ଭିତରେ ଫାଟ! 🔴 ତାମିଲନାଡୁ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି 🔴 ଶଙ୍ଖ ଧରିଲେ ସୁଜାତା କାର୍ତ୍ତିକେୟନ 🔴 ସୁଜାତା ମିଶିବା ପରେ ବିଜେଡି ଦୁଇଫାଳ! 🔴 ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ 🔴 ଭେନେଜୁଏଲାରେ ବ୍ୟାକ୍ ଟୁ ବ୍ୟାକ୍ ଭୂମିକମ୍ପ, ସୁନାମୀ ଆଲର୍ଟ 🔴 ୨୦ ଜିଲ୍ଲାରେ ଝଡ଼ବର୍ଷା! 🔴 ପୁଣି ମୁହାଁମୁହିଁ ଆମେରିକା-ଇରାନ 🔴 ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ପାଠ୍ୟପୁସ୍ତକ ତ୍ରୁଟି, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ 🔴 ବିଜେଡି ପାଇଁ ଘର ଭିତରେ ଫାଟ! 🔴 ତାମିଲନାଡୁ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି 🔴 ଶଙ୍ଖ ଧରିଲେ ସୁଜାତା କାର୍ତ୍ତିକେୟନ 🔴 ସୁଜାତା ମିଶିବା ପରେ ବିଜେଡି ଦୁଇଫାଳ! 🔴 ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ 🔴 ଭେନେଜୁଏଲାରେ ବ୍ୟାକ୍ ଟୁ ବ୍ୟାକ୍ ଭୂମିକମ୍ପ, ସୁନାମୀ ଆଲର୍ଟ 🔴 ୨୦ ଜିଲ୍ଲାରେ ଝଡ଼ବର୍ଷା!