Masthead

ବନ୍ଦ ହେବ ଟିଟିପିଏସ!

ତାଲଚେର (ବଡ଼ ଖବର ବ୍ୟୁରୋ): ବନ୍ଦ ହେବ ଟିଟିପିଏସ । ତାଳଚେର ଥର୍ମାଲ ପାୱାର ଷ୍ଟେସନ ଟିଟିପିଏସ ଆଜି ବନ୍ଦ ହେବା ନେଇ ଆଜି ସୂଚନା ମୁତାବକ ପ୍ଲାଣ୍ଟର ଶେଷଦିନ । ପ୍ଲାଣ୍ଟ ବନ୍ଦ ହେବାନେଇ ଆଜି ପ୍ଲାଣ୍ଟ ସମ୍ମୁଖରେ ଶ୍ରମିକ ଏକତା ମଞ୍ଚ ତରଫରୁ ଧାରଣା ଦିଆଯାଇଛି । ଯଦି ପ୍ଲାଣ୍ଟ କର୍ତ୍ତୃପକ୍ଷ କିମ୍ବା ସରକାର ଏହି ଶ୍ରମିକମାନଙ୍କ ପେଟ ପାଟଣାକୁ ଗୁରୁତ୍ୱ ନଦିଅନ୍ତି ପ୍ଲାଣ୍ଟ ସମ୍ପ୍ରସାରଣ କିମ୍ବା ପୁନଃ ଚଳନ ନକରି ପ୍ଲାଣ୍ଟକୁ ସମ୍ପୂର୍ଣ୍ଣ ବନ୍ଦ କରିଦିଅନ୍ତି ପ୍ଲାଣ୍ଟରେ କାର୍ଯ୍ୟ କରୁଥିବା ସମସ୍ତ ୧୬୦୦ ଠିକା ଶ୍ରମିକ ପ୍ଲାଣ୍ଟ ସମ୍ମୁଖରେ ଆତ୍ମାହୁତି ଦେବା ସହ ଆଗାମୀ ପଞ୍ଚାୟତ ନିର୍ବାଚନରେ ନିଜ ନିଜ ପଞ୍ଚାୟତରେ ଭୋଟ ବର୍ଜନ କରିବେ ବୋଲି ପ୍ରତିକ୍ରିୟା ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ