Before Header

ଆଜିର ରାଶିଫଳ

0 26

ମେଷ – ଆପଣ ପାରିବାରିକ କ୍ଷେତ୍ରରେ ଭୁଲ୍ ମିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିବେ । ଅବଶ୍ୟ ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ – ଆଦୌ ଆଶା କରି ନ ଥିବା କୌଣସି ଜିନିଷ କିମ୍ବା ଖବର ପାଇ ଅତ୍ୟନ୍ତଖୁସୀ ହୋଇଯିବେ । ହାତକୁ ନେଇଥିବା ଅସମୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ଶ୍ରମ କରିବାକୁ ପଡିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମିଥୁନ – ଆଜିର ଯାତ୍ରା ସମୟରେ କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡିଯାଇ ପାରନ୍ତି । ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।

• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ – ଚେଷ୍ଟା କରୁଥିବା କାର୍ଯ୍ୟ ସାଧନାରେ ନିଜର ଲୋକମାନଙ୍କ ତରଫରୁ ସହ-ଯୋଗ ପାଇବେ । ହଠାତ୍ କିଛି ଦିନ ସକାଶେ ଅଟକି ରହି ଯାଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡିକ ଆଜି ହିଁ ଶେଷ କରିବାକୁ ମନସ୍ଥ କରି ସଫଳତା ହାସଲ କରିପାରିବେ । ଶୁଭ ଅଙ୍କ ନାରଙ୍ଗୀ । ଶୁଭ ଅଙ୍କ ୪ ।

• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା – କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ । ପରିବାରର ଖର୍ଚ୍ଚଭାର ଯୋଗୁଁ ଚିନ୍ତାପ୍ରକଟ କରିବେ କିନ୍ତୁ କୌଣସି ଉପାୟ ପାଇବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ତୁଳା – ଆପଣ ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାରେ କାମଟି ସମ୍ପନ୍ନ କରିପାରିବେ ନିଜ ପାଇଁ ସେତିକି କରିପାରିବେ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ଧାର୍ମିକ ହେବେ ।

ବିଛା – କର୍ମବ୍ୟସ୍ତତା ମଧ୍ୟରେ ଦିନସାରା ଟେନ୍ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ ବୁଦ୍ଧି ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ସୁଖଭାରା ଦିନଟି ।

ଧନୁ – ପାରିବାରିକ କଳହ, କଚେରି ମାମଲାରେ ଟେନ୍ସନ ଓ କର୍ମକ୍ଷେତ୍ରରେ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଧାର୍ମିକ ହେବେ ।

ମକର – ଶାରୀରିକ ଅସୁସ୍ଥତା ଓ ଅଭାବବୋଧ ପ୍ରଭୃତି ବିଭିନ୍ନ ପ୍ରକାର ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ । ହଜି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।

• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

କୁମ୍ଭ – ଆଜି ଅନୁକୂଳ ବାତାବରଣ ମଧ୍ୟରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।

• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ମୀନ – ଆଜି ପରିବାର କଥାନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରି ସମାଧାନରେ ଉପନୀତ ହୋଇପାରନ୍ତି । ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- କରତ୍କର୍ମା ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

Leave A Reply

Your email address will not be published.