Masthead

ଡ୍ରାଇଭର ଆନ୍ଦୋଳନ, ଉତ୍ତର ରଖିଲେ ପରିବହନ ମନ୍ତ୍ରୀ

ଆଶା ରଖୁଛୁ ସହଯୋଗ କରିବେ: ଟୁକୁନି ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଡ୍ରାଇଭର ଆନ୍ଦୋଳନ ନେଇ ଗୃହରେ ଉତ୍ତର ରଖିଲେ ପରିବହନ ମନ୍ତ୍ରୀ । ଆନ୍ଦୋଳନକୁ ପ୍ରତ୍ୟାହାର କରିବା ପାଇଁ ଡ୍ରାଇଭର ମହାସଂଘକୁ ନିବେଦନ କରିଛନ୍ତି ମନ୍ତ୍ରୀ ଟୁକୁନି ସାହୁ । କହିଛନ୍ତି, ମୁଖ୍ୟ ଶାସନ ସଚିବ ଡ୍ରାଇଭର ଏକତା ମହାସଂଘର କର୍ମକର୍ତ୍ତାଙ୍କ ସହିତ ସେମାନଙ୍କ ଦାବି ବିଷୟରେ ଆଲୋଚନା କରିଥିଲେ । ଆସନ୍ତା ୩ ମାସ ଭିତରେ ଡ୍ରାଇଭର ଏକତା ମହାସଂଘର ଦାବି ଗୁଡିକ ସମାଧାନ ପାଇଁ ନିଷ୍ପତ୍ତି ନିଆଯାଇଛି ।

ଏହା ଭିତରେ ଉଚ୍ଚସ୍ତରୀୟ କମିଟି ଗଠନ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସବୁ ଦିଗରେ ବିକାଶ ହୋଇଛି । ଗଣତନ୍ତ୍ରରେ ଆନ୍ଦୋଳନ ସାଧାରଣ କଥା । ହେଲେ ପିଲାଙ୍କ ପରୀକ୍ଷା ଚାଲିଛି, କାହାର ସ୍ୱାସ୍ଥ୍ୟ କଥା ଅଛି, ତେଣୁ ପରିବହନ ବ୍ୟବସ୍ଥାରେ ସହଯୋଗ ମାଗୁଛି, ଆଶା ରଖୁଛୁ ସେମାନେ ସହଯୋଗ କରିବେ ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ