Masthead

ସଂକୀର୍ତ୍ତନ ପରେ ‘ତୁଳସୀ ଯାତ୍ରା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଠୁ କଂଗ୍ରେସର ତୁଳସୀ ଯାତ୍ରା । ଶ୍ରୀମନ୍ଦିର ଚାରିଦ୍ୱାର ସହ ରତ୍ନଭଣ୍ଡାର ଖୋଲିବାକୁ ନେଇ କଂଗ୍ରେସର ନିଆରା ପ୍ରତିବାଦ । ପ୍ରଥମେ କରିଥିଲା ସଂକୀର୍ତ୍ତନ । ଆଉ ଏବେ ତୁଳସୀ ଯାତ୍ରା । ଭକ୍ତଙ୍କ ଜଗା ଦର୍ଶନ ପାଇଁ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ସହ ରତ୍ନଭଣ୍ଡାର ଖୋଲିବାକୁ ଦାବି ଜଣାଇ ଆଜିଠାରୁ କଂଗ୍ରେସ ଏହି ଯାତ୍ରା ଆରମ୍ଭ କରୁଛି । ଏହା ପୂର୍ବରୁ ରାଜ୍ୟର ସବୁ ଜଗନ୍ନାଥ ମନ୍ଦିର ଆଗରେ ସଙ୍କୀର୍ତ୍ତନ କରି ଏହି ଦାବି ଜଣାଇଥିଲେ । ହେଲେ ବି ଏହାକୁ ଗୁରୁତ୍ୱ ଦେଇନଥିଲେ ରାଜ୍ୟ ସରକାର । କିନ୍ତୁ ଓଡ଼ିଆଙ୍କ ହିତ ତଥା ସେମାନଙ୍କ ଭାବାବେଗକୁ ସମ୍ମାନ ଦେଇ ଏହି ଦାବିକୁ ପୁଣି ଉତଥାପନ କରିବାକୁ ଅଣ୍ଟା ଭିଡିଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା