Masthead

ତୁର୍କୀ ଭୂମିକମ୍ପ, ବଢୁଛି ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭୂମିକମ୍ପର ୧୦ ଦିନ ପରେ ମଧ୍ୟ ତୁର୍କୀ ଓ ସିରିଆରେ ବଢ଼ି ଚାଲିଛି ମୃତ୍ୟୁ ସଂଖ୍ୟା । ଏପର୍ଯ୍ୟନ୍ତ ଦୁଇ ଦେଶରେ ୪୧ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା । ତୁର୍କୀରେ ଏପର୍ୟ୍ୟନ୍ତ ୩୫,୪୧୮ ଲୋକ ପ୍ରାଣ ହରାଇଥିବା ବେଳେ ସିରିଆରେ ୫,୮୦୦ ରୁ ଅଧିକ ଲୋକଙ୍କ ଜୀବନ ଯାଇଛି । ଉଭୟ ଦେଶରେ ରିଲିଫ ଓ ଉଦ୍ଧାର କାର୍ୟ୍ୟ ଜାରି ରହିଛି। ଜାତିସଂଘ କହିଛି ଉଭୟ ଦେଶରେ ଭୟଙ୍କର ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ୭୦ ଲକ୍ଷରୁ ଉଦ୍ଧ୍ୱର୍ ଲୋକେ ପ୍ରଭାବିତ ହୋଇଛନ୍ତି । ଅନ୍ୟପକ୍ଷରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏହି ଭୂକମ୍ପକୁ ୟୁରୋପରେ ୧୦୦ ବର୍ଷ ମଧ୍ୟରେ ସବୁଠାରୁ ବଡ ପ୍ରାକୃତିକ ବିପର୍ୟ୍ୟୟ ବୋଲି କହିଛି । ଏହା ପୂର୍ବରୁ ମଙ୍ଗଳବାର ସିରିଆ ରାଷ୍ଟ୍ରପତି ବାଶାର-ଅଲ-ଅସଦ ତୁର୍କୀ ସହିତ ଆଉ ଦୁଇଟି ସୀମା ଖୋଲିବାକୁ ଘୋଷଣା କରିଥିଲେ । ଏହା ଦ୍ବାରା ଜାତିସଂଘ ସିରିଆକୁ ରିଲିଫ ସାମଗ୍ରୀ ପଠାଇବାରେ ସୁବିଧା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ