Masthead

୨୪ ଘଣ୍ଟାରେ ଚତୁର୍ଥ ଥର ଥରିଲା ତୁର୍କୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତୁର୍କୀ ଦେଖୁଛି ପ୍ରକୃତିର କରାଳ ରୂପ । ପୁଣି ଥରିଲା ତୁର୍କୀ । ତୁର୍କୀର ଗୋଲାବାସୀ ସହରରେ ପୁଣି ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୫.୫ ରେକର୍ଡ କରାଯାଇଛି । ବାରମ୍ବାର ଭୂକମ୍ପ କାରଣରୁ ଉଦ୍ଧାର କାର୍ୟ୍ୟରେ ବାଧା ସୃଷ୍ଟି ହେଉଛି । ତୁର୍କୀରେ ପ୍ରଥମ ଝଟକା ଯୋଗୁଁ ୧୦ଟି ସହର ପ୍ରଭାବିତ ହୋଇଥିଲା ।

ସିରିଆରେ ମୃତ୍ୟୁ ସଂଖ୍ୟା ୪ ହଜାର ପାର କରିଛି । ୧୫ ହଜାରରୁ ଅଧିକ ଲୋକ ଆହତ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା ୧୦ ହଜାର ପାର କରିବା ଆଶଙ୍କା କରାଯାଉଛି । ଏବେ ବି ଉଦ୍ଧାରକାର୍ଯ୍ୟ ଜାରି ରହିଛି । ଭଗ୍ନାବଶେଷ ତଳେ ଏବେବି ଅନେକ ଲୋକ ଚାପି ହୋଇ ରହିଛନ୍ତି । ଭୂକମ୍ପ ଯୋଗୁ ସର୍ବାଧିକ ପ୍ରଭାବିତ ହୋଇଛି ତୁର୍କୀ । ତୁର୍କୀରେ ସପ୍ତାହେ ବ୍ୟାପୀ ଜାତୀୟ ଶୋକ ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା