Masthead

ତୁର୍କୀ-ସିରିଆ ଭୂମିକମ୍ପ, ମୃତ୍ୟୁ ସଂଖ୍ୟା ୪ ହଜାର ପାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତୁର୍କୀରେ ଭୟଙ୍କର ଭୂମିକମ୍ପ । ପ୍ରକୃତିର ଭୟଙ୍କର ତାଣ୍ଡବରେ ତୁର୍କୀ ଓ ସିରିଆରେ ମୃତ୍ୟୁ ସଂଖ୍ୟା ୪ ହଜାର ପାର କରିଛି । ୧୫ ହଜାରରୁ ଅଧିକ ଲୋକ ଆହତ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା ୧୦ ହଜାର ପାର କରିବା ଆଶଙ୍କା କରାଯାଉଛି । ଏବେ ବି ଉଦ୍ଧାରକାର୍ଯ୍ୟ ଜାରି ରହିଛି । ଭଗ୍ନାବଶେଷ ତଳେ ଏବେବି ଅନେକ ଲୋକ ଚାପି ହୋଇ ରହିଛନ୍ତି ।

ଭୂକମ୍ପ ଯୋଗୁ ସର୍ବାଧିକ ପ୍ରଭାବିତ ହୋଇଛି ତୁର୍କୀ । ସେହିପରି ସିରିୟାରେ ମଧ୍ୟ ଏକ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇସାରିଲାଣି । ତୁର୍କୀରେ ସପ୍ତାହେ ବ୍ୟାପୀ ଜାତୀୟ ଶୋକ ଘୋଷଣା କରାଯାଇଛି । ଏହି ଘଟଣା ପରେ ସାରା ଦେଶରେ ସ୍କୁଲ ଗୁଡ଼ିକୁ ଫେବ୍ରୁଆରୀ ୧୩ ତାରିଖ ପର୍ୟ୍ୟନ୍ତ ଛୁଟି ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ